1 Timothy 4:14 — Compare Translations

7 translations compared side by side

Odia - 1840
"ତୁମ୍ଭ ଭିତ ରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ଯବହାର କରିବା ରେ ଅବ ହଳୋ କର ନାହିଁ। ଭବିଷ୍ଯଦ୍ ବାଣୀ ମାଧ୍ଯମ ରେ ଯେତବେେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତବେେଳେ ସହେି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ଵାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ତାହା ଅବହେଳା ନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନେ ତୁମକୁ ଈଶ୍ୱରଙ୍କ ବାଣୀ ଶୁଣାଇ ତୁମ ଉପରେ ହସ୍ତାର୍ପଣ କରିବା ବେଳେ ତୁମେ ଯେଉଁ ଆଧ୍ୟାତ୍ମିକ ଶକ୍ତି ଲାଭ କରିଥିଲ, ତାହାକୁ ଅବହେଳା କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଭିତରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ୟବହାର କରିବାରେ ଅବହେଳା କର ନାହିଁ। ଭବିଷ୍ୟ‌‌ଦ୍‌‌‌‌ବାଣୀ ମାଧ୍ୟମରେ ଯେତେବେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତେବେଳେ ସେହି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।
Odia IRV 2017 (ଓଡିଆ ବାଇବେଲ)
ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಭುತ್ತುರ್ ಹೊತ್ತ್ಯಾ ತಾಂಡ್ಯಾಚ್ಯಾ ವ್ಹಡಿಲಾನಿ, ಅನಿ ಪ್ರವಾದ್ಯಾನಿ ತುಜ್ಯಾ ವರ್‍ತಿ ಹಾತ್ ಥವ್ನ್ ದಿಲ್ಲ್ಯಾ ಆತ್ಮಿಕ್ ರಿತಿಚ್ಯಾ ದೆನ್ಗಿಚಿ ಪರ್ವಾ ಕರಿನಸ್ತಾನಾ ರ್‍ಹಾವ್‍ನಕೊ.