1 Timothy 4:15 — Compare Translations
7 translations compared side by side
Odia - 1840
"ସଗେୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ୍ କାମ ରେ ଉନ୍ନତି ହେଉଛି ଓ ଚାଲିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଉଲ୍ଲେଖ କରିଥିବା ସମସ୍ତ କର୍ତ୍ତବ୍ୟ ଆନ୍ତରିକତା ସହିତ ପାଳନ କରିବାକୁ ଅଭ୍ୟାସ କର - ଫଳରେ ତୁମ କାର୍ଯ୍ୟକଳାପର ଯଥାର୍ଥତା ପ୍ରତି ସତର୍କ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ସେଗୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ କାମରେ ଉନ୍ନତି ହେଉଛି ଓ ଗ୍ଭଲିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಕಾಮಾ ಕರುನ್ಗೆತ್ ರ್ಹಾ ಅನಿ ಹ್ಯಾ ಕಾಮಾಸಾಟ್ನಿ ತುಕಾಚ್ ತಿಯಾ ಖರಚ್. ಅಶೆ ತುಜ್ಯಾ ವಾಡಾವಳಿಕ್ ಸಗ್ಳಿ ಲೊಕಾ ಬಗುಕ್ ಪಾವ್ತಾತ್.