1 Timothy 4:16 — Compare Translations

7 translations compared side by side

Odia - 1840
"ତୁମ୍ଭ ନିଜ ଜୀବନ ସମ୍ବନ୍ଧ ରେ ଓ ତୁମ୍ଭ ବିଷୟ ରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ତୁମେ ନିଜେ ପରିତ୍ରାଣ ପାଇବ ଓ ଅନ୍ୟମାନଙ୍କ ପରିତ୍ରାଣ ପ୍ରାପ୍ତିର ସହାୟକ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନିଜ ଜୀବନ ସମ୍ବନ୍ଧରେ ଓ ତୁମ୍ଭ ବିଷୟରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା’ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಜಿವನಾರ್ ಅನಿ ತುಜ್ಯಾ ಶಿಕಾಪಾನ್ನಿ ವಿಶೆಸ್ ಧ್ಯಾನ್ ದಿ ತಿಯಾ ಅಶೆ ಕರುನ್‍ ಗೆತುಚ್ ರ್‍ಹಾ ಕಶ್ಯಾಕ್ ಮಟ್ಲ್ಯಾರ್, ತಿಯಾ ಅಶೆ ಕರುನ್ಗೆತ್ ರ್‍ಹಾತಲೆ ಹೊಲ್ಯಾರ್ ಹೆಚ್ಯಾ ವೈನಾ ತಿಯಾ ಅಪ್ನಾಕುಚ್ ಅನಿ ಹಿ ವಿಶಯಾ ಸಾಂಗ್ತಲ್ಯಾಂಚಿ ಬಿ ರಾಕ್ವನ್ ಕರ್.