1 Timothy 4:2 — Compare Translations
7 translations compared side by side
Odia - 1840
"ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସହେି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ଯାବାଦୀ ଲୋକମାନଙ୍କ ଦ୍ବାରା ଆ ସେ। ସମାନେେ କ'ଣ ଭଲ ଓ କ'ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହାଇଯୋଇଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଶଠ ମିଥ୍ୟାବାଦୀ ଏ ଭଳି ଶିକ୍ଷା ଦେବାରେ ଲାଗିଛନ୍ତି - ସେମାନଙ୍କ ବିବେକ ପୋଡ଼ି ଭସ୍ମ ହୋଇଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;
Odia IRV 2017 (ଓଡିଆ ବାଇବେଲ)
ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕುಸ್ಡ್ಯಾ ಅನಿ ಘಾತ್ಕಿ ಲೊಕಾನಿತ್ನಾ ಅಸ್ಲಿ ಝುಟಿ ವಿಶಯಾ ಭಾಯ್ರ್ ಯೆತಾತ್, ತೆಂಚ್ಯಾ ಭುತ್ತುರ್ಲಿ ಮನಾ ಲೊಂಗಾಟ್ ಝಳುನ್ ರಕ್ಕಾ ಹೊಲ್ಯಾ ಸರ್ಕೆ ಹೊವ್ನ್ ಗೆಲಾತ್.