1 Timothy 4:3 — Compare Translations
7 translations compared side by side
Odia - 1840
"ସମାନେେ ଲୋକମାନଙ୍କୁ ବିବାହ କରିବା ଅନୁଚିତ ବୋଲି କହନ୍ତି। ସମାନେେ ଲୋକମାନଙ୍କୁ ଏ କଥା ମଧ୍ଯ କୁହନ୍ତି ଯେ କେତକେ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ବର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ବାସୀ ଏବଂ ସତ୍ଯକୁ ଜାଣନ୍ତି, ସମାନେେ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସହେି ଖାଦ୍ୟ ଖାଇ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି ବିବିଧ ଖାଦ୍ୟ ପଦାର୍ଥରୁ ପୃଥକ୍ ରହିବା ନିମନ୍ତେ ଶିକ୍ଷା ଦିଅନ୍ତି । ବିଶ୍ଵାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ଵାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ଵର ଏସବୁ ତ ସୃଷ୍ଟି କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିବାହ କରିବା ଏବଂ କୌଣସି କୌଣସି ଖାଦ୍ୟ ପଦାର୍ଥ ଖାଇବା ଅନୁଚିତ ବୋଲି ସେମାନେ କହୁଛନ୍ତି। କିନ୍ତୁ ଯେଉଁ ଖ୍ରୀଷ୍ଟବିଶ୍ୱାସୀମାନେ ସତ୍ୟ ଉପଲବ୍ଧି କରିଛନ୍ତି, ସେମାନେ ଈଶ୍ୱର ସୃଷ୍ଟି କରିଥିବା ସକଳ ଖାଦ୍ୟ ପଦାର୍ଥ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇ ତାହା ନିଶ୍ଚିନ୍ତ ମନରେ ଭୋଜନ କରିପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଲୋକମାନଙ୍କୁ ବିବାହ କରିବା ଅନୁଚିତ୍ ବୋଲି କହନ୍ତି। ସେମାନେ ଲୋକମାନଙ୍କୁ ଏ କଥା ମଧ୍ୟ କୁହନ୍ତି ଯେ କେତେକ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ୍ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ୱର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ୱାସୀ ଏବଂ ସତ୍ୟକୁ ଜାଣନ୍ତି, ସେମାନେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସେହି ଖାଦ୍ୟ ଖାଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି । ବିଶ୍ୱାସ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ୱର ଏସବୁ ତ ସୃଷ୍ଟି କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಲೊಕಾ ಲಗಿನ್ ಕರುನ್ ಘೆತಲೆ ಅನಿ ಉಲ್ಲಿ ಖಾತಲಿ ದಿನ್ಸಾ ಖಾವ್ಚೆ ನ್ಹಯ್ ಮನುನ್ ಶಿಕ್ವುತಾತ್, ಖರೆಪಾನ್ ಒಳ್ಕುನ್ ಘೆಟಲ್ಲ್ಯಾನಿ ಅನಿ ಅಪ್ನಾ ವರ್ತಿ ವಿಶ್ವಾಸ್ ಥವಲ್ಲ್ಯಾನಿ ಎಕ್ ಧನ್ಯವಾದಾಚಿ ಮಾಗ್ನಿ ಸಾಂಗುನ್ ಖಾವ್ಕ್ ಮನುನುಚ್ ದೆವಾನ್ ತಿ ಖಾತಲಿ ದಿನ್ಸಾ ಕರ್ಲ್ಯಾನಾಯ್.