1 Timothy 4:5 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ପ୍ରେତ୍ୟକକ ବିଷୟ ପରମେଶ୍ବର କହିଥିବା କଥା ଦ୍ବାରା ଓ ପ୍ରାର୍ଥନା ଦ୍ବାରା ପବିତ୍ର ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଈଶ୍ଵରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ଵାରା ତାହା ପବିତ୍ର କରାଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ବାକ୍ୟ ସ୍ମରଣ କରି ତାଙ୍କୁ ପ୍ରାର୍ଥନା କରିବା ଦ୍ୱାରା ସକଳ ବିଷୟ ପବିତ୍ର ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ପ୍ରତ୍ୟେକ ବିଷୟ ପରମେଶ୍ୱର କହିଥିବା କଥା ଦ୍ୱାରା ଓ ପ୍ରାର୍ଥନା ଦ୍ୱାରା ପବିତ୍ର ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଈଶ୍ୱରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚ್ಯಾ ಗೊಸ್ಟಿಯಾ ಅನಿ ಮಾಗ್ನಿ ವೈನಾ ತೆ ಪವಿತ್ರ್ ಹೊವ್ನ್ ದೆವಾಕ್ ಸ್ವಿಕಾರ್ ಹೊತಾ.