1 Timothy 4:6 — Compare Translations

7 translations compared side by side

Odia - 1840
"ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି ତୁମ୍ଭେ ଯେଉଁ ବିଶ୍ଵାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ତତ୍ସମ୍ଵନ୍ଧୀୟ ବାକ୍ୟ ଦ୍ଵାରା ପରିପୁଷ୍ଟ ହେବ;
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍ୟ ଉପରେ ପ୍ରତିଷ୍ଠିତ ଆମ ଧର୍ମବିଶ୍ୱାସ ଓ ତତ୍ତ୍ୱରେ ଅନୁପ୍ରାଣିତ ହୋଇ ତୁମେ ଯଦି ମଣ୍ଡଳୀର ଭାଇମାନଙ୍କୁ ଏହି ସବୁ ଶିକ୍ଷା ଦାନ କର, ତୁମେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସୁଦକ୍ଷ ସେବକ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କର ଭଲ ସେବକ ହୁଅ ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಗೊಸ್ಟಿಯಾಂಚ್ಯಾ ವಿಶ್ವಾಸಾನ್ ಅನಿ ಖರ್ಯಾಪಾನಾಚ್ಯಾ ಸಿಕಾಪಾ ಸರ್ಕೆ ಚಲುನ್, ಕಶೆ ತಿಯಾ ದೆವಾಚ್ಯಾ ವಾಟೆರ್ ಚಲ್ತೆ ತಸೆ ದೆವಾ ವರ್‍ತಿ ವಿಶ್ವಾಸ್ ಥವಲ್ಲ್ಯಾ ಭಾವ್ ಭೆನಿಯಾಕ್ನಿ ಹ್ಯಾ ಮಿಯಾ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ಸಿಕ್ವುಲೆ ತರ್ ತಿಯಾ ಜೆಜು ಕ್ರಿಸ್ತಾಚೊ ಬರೊ ಸೆವಕ್ ಹೊತೆ.