1 Timothy 4:7 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସତ୍ଯ ସହିତ ମଳେ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ବରଙ୍କୁ ସବୋ କରିବା ଲାଗି ନିଜକୁ ଶିକ୍ଷିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବୃଦ୍ଧା ସ୍ତ୍ରୀମାନଙ୍କର ଅସାର କାହାଣୀସବୁ ଅଗ୍ରାହ୍ୟ କର । ଈଶ୍ଵରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କୁ ଅପମାନିତ କରୁଥିବା ମୂଲ୍ୟହୀନ କିମ୍ବଦନ୍ତୀଗୁଡ଼ିକୁ ପରିହାର କରି, ତୁମ ଧର୍ମ ଜୀବନକୁ ବଳିଷ୍ଠ କରିବାକୁ ଅଭ୍ୟାସ କର।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସତ୍ୟ ସହିତ ମେଳ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ୱରଙ୍କୁ ସେବା କରିବା ଲାଗି ନିଜକୁ ଶିକ୍ଷିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ । ଈଶ୍ୱରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಜ್ಜಿಯಾಂಚಿ ದೆವಸ್ಪಾನ್‍ನಸಲ್ಲ್ಯಾ ಕಲ್ಪನ್ ಕರುನ್ ಸಾಂಗ್ತಲ್ಯಾ ಕಾನಿಯಾಕ್ನಾ ಧುರ್ ರ್‍ಹಾ, ಅನಿ ದೆವಾಚಿ ಸೆವಾ ಕರುಕ್ ತಿಯಾ ಅಪ್ನಾಕುಚ್ ಶಿಕುನ್ ಘೆ,