1 Timothy 4:8 — Compare Translations

7 translations compared side by side

Odia - 1840
"ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ଵରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାରୀରିକ ବ୍ୟାୟାମର ଆବଶ୍ୟକତା ରହିଛି। କିନ୍ତୁ ଆଧ୍ୟାତ୍ମିକ ସାଧନା ସର୍ବତୋଭାବେ ଉପାଦେୟ, କାରଣ ଏଥିଦ୍ୱାରା ମନୁଷ୍ୟ ଉଭୟ ଇହଲୋକ ଓ ପରଲୋକରେ ଜୀବନ୍ତ ହୋଇ ରହିବ ବୋଲି ପ୍ରତିଶ୍ରୁତି ପାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಂಗಾಚಿ ಕಸರತ್ ಉಲ್ಲಿ ಫಾಯ್ದ್ಯಾಕ್ ಪಡ್ತಾ, ತೆ ಖರೆ ಹಾಯ್, ಖರೆ ಆತ್ಮಿಕ್ ರಿತಿಚಿ ಕಸ್‍ರತ್ ಸಗ್ಳ್ಯಾ ರಿತಿನ್ ಲೈ ಕಿಮ್ತಿಚಿ, ತಿ ಅತ್ತಾಚ್ಯಾ ಅನಿ ಫಿಡ್ಲ್ಯಾ ದೊನಿಬಿ ಜಿವನಾಚ್ಯಾ ಗೊಸ್ಟಿಯಾ ಮಿಳ್ವುತಾ.