1 Timothy 4:9 — Compare Translations
7 translations compared side by side
Odia - 1840
"ମୁଁ ଯାହା କହୁଛି ତାହା ସତ୍ଯ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବାକ୍ୟ ବିଶ୍ଵାସ୍ୟ ଓ ସର୍ବତୋଭାବେ ଗ୍ରହଣ-ଯୋଗ୍ୟ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ନିରାଟ ସତ୍ୟ ଏବଂ ସମସ୍ତେ ଏହା ଉପଲବ୍ଧି କରି ପୂର୍ଣ୍ଣପ୍ରାଣରେ ବିଶ୍ୱାସ କରିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହା କହୁଛି ତାହା ସତ୍ୟ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;
Odia IRV 2017 (ଓଡିଆ ବାଇବେଲ)
ଏହି ବାକ୍ୟ ବିଶ୍ୱାସ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಸಗ್ಳ್ಯಾ ರಿತಿನ್ ವಿಶ್ವಾಸ್ ಕರಲ್ಲಿ ಅನಿ ವಿಶ್ವಾಸಾನ್ ಮಾನುನ್ ಘೆತಲಿ ಎಕ್ ಖರಿ ಗೊಸ್ಟ್.