1 Timothy 5:1 — Compare Translations

7 translations compared side by side

Odia - 1840
"ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ,
Odia BSI (ପବିତ୍ର ବାଇବଲ (CL) NT (BSI))
ବୟୋଜ୍ୟେଷ୍ଠମାନଙ୍କୁ ପିତୃତୁଲ୍ୟ ମନେ କର। ସେମାନଙ୍କୁ ଭର୍ତ୍ସନା ନ କରି ନମ୍ର ଭାବରେ ଅନୁଯୋଗ କର। କନିଷ୍ଠମାନଙ୍କ ପ୍ରତି ଭ୍ରାତୃସୁଲଭ ବ୍ୟବହାର କର।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକଙ୍କ ସହିତ ରହିବା ପାଇଁ କେତୋଟି ନିୟମ ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮ್ಹಾತಾರ್ಯಾ ಮಾನ್ಸಾಕ್ ಜೊರ್ ಕರುನಕೊ, ತೆನಿ ತುಜ್ಯಾ ಬಾಬಾ ಸರ್ಕೆ ಮನುನ್ ಚಿಂತುನ್ ತೆಂಚ್ಯಾಕ್ಡೆ ಬರೆ ಕರುನ್ ಬೊಲ್. ದಾಂಡ್ಗ್ಯಾ ಘೊಮನ್ಸಾಕ್ನಿ ತುಜಿ ಭಾವಾ ಮನುನ್ ಚಿಂತ್.