1 Timothy 5:10 — Compare Translations
7 translations compared side by side
Odia - 1840
"ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନଙ୍କର ଉଚିତ୍ ଯତ୍ନ ନେବା, ଅଭ୍ୟାଗତମାନଙ୍କୁ ଆତିଥ୍ୟ କରିବା, ଖ୍ରୀଷ୍ଟୀୟ ଭାଇ ଭଉଣୀମାନଙ୍କ ପ୍ରତି ନମ୍ର ଆଚରଣ କରିବା, ଦୁର୍ଦ୍ଦଶାପନ୍ନ ଲୋକମାନଙ୍କୁ ସାହାଯ୍ୟ କରିବା ଇତ୍ୟାଦି ସତ୍କାର୍ଯ୍ୟ ଲାଗି ଯେଉଁମାନେ ସମାଜରେ ଖ୍ୟାତି ଲାଭ କରିଥିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಬರಿ ಕಾಮಾ ಕರಲ್ಲಿ ರ್ಹಾವ್ಚಿ ಅನಿ ತಿ ಪೊರಾಕ್ನಿ ಬಾಳ್ಗುನ್ ಮೊಟಿ ಕರಲ್ಲಿ, ಸೈಯ್ರ್ಯಾಕ್ನಿ ಬರೆ ಕರುನ್ ಬಗಲ್ಲಿ, ದುಸ್ರ್ಯಾಂಚಿ ಸೆವಾ ಕರಲ್ಲಿ, ದುಸ್ರ್ಯಾ ವಿಶ್ವಾಸಾತ್ ಹೊತ್ಯಾಕ್ನಿ ಮಜತ್ ಕರಲ್ಲಿ, ಅನಿ ಬರೆ ಕರ್ತಲ್ಯಾ ಕಾಮಾಸಾಟಿ ಅಪ್ನಾಕುಚ್ ಸೊಡುನ್ ದಿಲ್ಲಿ ರ್ಹಾವ್ಚೆ.