1 Timothy 5:11 — Compare Translations
7 translations compared side by side
Odia - 1840
"କିନ୍ତୁ ୟୁବତୀ ବିଧବାମାନଙ୍କୁ ସହେି ତାଲିକାଭୁକ୍ତ କର ନାହିଁ। ସମାନେେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହବୋ ପରେ ମଧ୍ଯ ନିଜର ପ୍ରବଳ କାମାଭିଳାଷ ୟୋଗୁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହାଇେ ପାରନ୍ତି। ତା'ପରେ ସମାନେେ ପୁଣିଥରେ ବିବାହ କରିବାକୁ ଇଚ୍ଛା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୁବତୀ ବିଧବାମାନଙ୍କୁ ଅଗ୍ରାହ୍ୟ କର, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଅଳ୍ପବୟସ୍କା ବିଧବାମାନଙ୍କୁ ଏହି ତାଲିକାରେ ରଖ ନାହିଁ। ସେମାନେ ପୁନର୍ବିବାହର ଲାଳସା ପୋଷଣ କରିବା ଦ୍ୱାରା ପ୍ରଭୁ ଯୀଶୁଙ୍କଠାରେ ରଖିଥିବା ପ୍ରତିଜ୍ଞା ଭଙ୍ଗ କରି ତାଙ୍କଠାରୁ ଦୂରେଇ ଯିବାର ଆଶଙ୍କା ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୁବତୀ ବିଧବାମାନଙ୍କୁ ସେହି ତାଲିକାଭୁକ୍ତ କର ନାହିଁ। ସେମାନେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହେବା ପରେ ମଧ୍ୟ ନିଜର ପ୍ରବଳ କାମାଭିଳାଷ ଯୋଗୁଁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହୋଇ ପାରନ୍ତି। ତା’ପରେ ସେମାନେ ପୁଣି ଥରେ ବିବାହ କରିବାକୁ ଇଚ୍ଛା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದಾಂಡ್ಗ್ಯಾ ವಿದವ್ ಬಾಯ್ಕೊಮನ್ಸಾಕ್ನಿ ವಿದವಾಂಚ್ಯಾ ಪಟ್ಟಿತ್ ಘಾಲುನಕೊ, ಕಶ್ಯಾಕ್ ಮಟ್ಲ್ಯಾರ್, ತೆಂಕಾ ನಗಿನ್ ಕರುನ್ ಘೆವ್ಚೆ ಮನುನ್ ಆಶಾ ಯೆಲ್ಯಾರ್ ತೆನಿ ಕ್ರಿಸ್ತಾಚ್ಯಾ ವರ್ತಿ ರ್ಹಾತಲೆ ಅಪ್ನಾಚೆ ಸರ್ಮಪನ್ ಕರ್ತಲೆ ಸೊಡುನ್ ಸೊಡ್ತ್ಯಾತ್ ಅನಿ ಅಪ್ನಾಚ್ಯಾ ಮನಾಚಿ ಕುಶಿ ಕರ್ತಾತ್.