1 Timothy 5:12 — Compare Translations
6 translations compared side by side
Odia - 1840
"ସେଥିପାଇଁ ସମାନଙ୍କେର ବିଚାର ହବେ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ୟୋଗୁ ସମାନେେ ବଚାରିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ତନୀୟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ସେମାନଙ୍କର ବିଗ୍ଭର ହେବ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ଯୋଗୁଁ ସେମାନେ ବଗ୍ଭରିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଘଂନ କରିବାରୁ ଦଣ୍ଡନୀୟ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ಅದ್ದಿ ಕ್ರಿಸ್ತಾಕ್ ದಿಲ್ಲಿ ಗೊಸ್ಟ್ ಇಸ್ರುನ್ ಸೊಡ್ತ್ಯಾತ್ ಅನಿ ಚುಕಿದಾರಾ ಹೊತ್ಯಾತ್.