1 Timothy 5:14 — Compare Translations

7 translations compared side by side

Odia - 1840
"ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ମୋର ମତ ହେଉଛି, ଅଳ୍ପବୟସ୍କା ବିଧବାମାନେ ପୁନର୍ବିବାହ କରି ପୁତ୍ର କନ୍ୟାର ଜନନୀ ହୋଇ ଗୋଟିଏ ଗୋଟିଏ ସୁନ୍ଦର ନୂଆ ସଂସାର ଗଢ଼ନ୍ତୁ। ତାହାହେଲେ, ଆମ ବିପକ୍ଷରେ ଥିବା ଲୋକମାନେ ଏମାନଙ୍କୁ ନେଇ ସମ୍ପ୍ରଦାୟର କୁତ୍ସାରଟନା କରିବାକୁ ଅବକାଶ ପାଇବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା’ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಮಿಯಾ ಮನ್ತಾ, ದಾಂಡ್ಗ್ಯಾ ಘೊಮರಲ್ಲ್ಯಾ ಬಾಯ್ಕಾಮನ್ಸಾನಿ ಲಗಿನ್ ಕರುನ್ ಘೆವ್ಚೆ ಅನಿ ಪೊರಾಕ್ನಿ ಜಲ್ಮಾಕ್ ಹಾನುನ್ ತೆಂಚಿ ಉಳ್ಗಿ ಕರುಚೆ ಅನಿ ಘರ್‍ದಾರ್ ಬಗುನ್ ಘೆವ್ನ್ ರ್‍ಹಾವ್ಚೆ, ಅಶೆ ಲೊಕಾನಿ ಅಮ್ಚ್ಯಾ ವಿರೊದ್ ಕಾಯ್ಬಿ ಬುರ್ಶೆ ಬೊಲುಕ್ ವಾಟ್ ರ್‍ಹಾಯ್ನಾ.