1 Timothy 5:15 — Compare Translations

7 translations compared side by side

Odia - 1840
"ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏବେ ମଧ୍ୟ କେହି କେହି ଶୟତାନର ପଶ୍ଚାଦ୍ବର୍ତ୍ତୀ ହୋଇ ବିପଥଗାମୀ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇତିମଧ୍ୟରେ କେତେକ ଅଳ୍ପବୟସ୍କା ବିଧବା ଶୟତାନର ଚକ୍ରାନ୍ତରେ ପଡ଼ି ପଥଭ୍ରଷ୍ଟ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପୂର୍ବରୁ କେତେ ଜଣ ଯୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କ ଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಘೊಮರಲ್ಲ್ಯಾ ಬಾಯ್ಕೊಮಾನ್ಸಾ ಬರಿ ವಾಟ್ ಸೊಡುನ್ ಸೈತಾನಾಚ್ಯಾ ಫಾಟ್ನಾ ಜಾವ್ಕ್ ಲಾಗ್ಲ್ಯಾತ್.