1 Timothy 5:16 — Compare Translations

7 translations compared side by side

Odia - 1840
"ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ଥରେ କହି ରଖୁଛି, ଖ୍ରୀଷ୍ଟବିଶ୍ୱାସୀ ଭଉଣୀମାନେ, ନିଜ ପରିବାରରେ ଥିବା ବିଧବାମାନଙ୍କ ଭରଣପୋଷଣ ଭାର ନିଜେ ବହନ କରନ୍ତୁ। ଯେପରି ମଣ୍ଡଳୀ ଏମାନଙ୍କ ଲାଗି ଅଯଥା ଭାରଗ୍ରସ୍ତ ନ ହୋଇ, ନିରାଶ୍ରୟ ବିଧବାମାନଙ୍କର ଯତ୍ନ ନେବାକୁ ସମର୍ଥ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ବିଶ୍ୱାସୀ ସ୍ତ୍ରୀଲୋକର ପରିବାରରେ ବିଧବାମାନେ ଅଛନ୍ତି, ତା’ହେଲେ ସେମାନଙ୍କର ସେ ନିଜେ ଯତ୍ନ ନେବା ଦରକାର। ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ୍ ନୁହେଁ। ତା’ପରେ ମଣ୍ଡଳୀ କେବଳ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନେବାରେ ସକ୍ଷମ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।
Odia IRV 2017 (ଓଡିଆ ବାଇବେଲ)
ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜರ್ ಎಕ್ ವಿಶ್ವಾಸಾಚ್ಯಾ ಘರಾಚ್ಯಾ ಘೊಮರಲ್ಲಿ ಬಾಯ್ಕೊಮನ್ಸಿಚೊ ಘೊಮರ್ಲ್ಯಾರ್‍ಬಿ ತಿನಿ ಅಪ್ನಾಚೆ ಘರ್-ದಾರ್ ಬಗುನ್ ಘೆವ್ಚೆ ಸಬೆ ವರ್‍ತಿ ವಜ್ಜೆ ಹೊವ್ನ್ ರ್‍ಹಾವ್ಚೆ ನ್ಹಯ್. ಅಶೆ ತಾಂಡ್ಯಾನ್ ಗತ್‍ ಆದಾರ್ ನಸಲ್ಲ್ಯಾ ಘೊಮರಲ್ಲ್ಯಾ ಬಾಯ್ಕಾಮನ್ಸಾಕ್ನಿ ಮಜತ್ ಕರುಕ್ ಹೊತಾ.