1 Timothy 5:17 — Compare Translations

7 translations compared side by side

Odia - 1840
"ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ତତ୍ତ୍ଵାବଧାନ କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀର ଯେଉଁ ନେତାମାନେ ସେମାନଙ୍କ କାର୍ଯ୍ୟରେ କୃତିତ୍ୱ ଦେଖାଇବେ, ବିଶେଷତଃ ଯେଉଁମାନେ କଷ୍ଟ ସ୍ୱୀକାର କରି ଶିକ୍ଷା ଓ ପ୍ରଚାର କାର୍ଯ୍ୟ କରୁଥିବେ, ସେମାନେ ଦୁଇ ଗୁଣ ହାରରେ ପାରିଶ୍ରମିକ ପାଇବା ଉଚିତ,
Odia Bible ERV 2004 (ପବିତ୍ର ବାଇବଲ)
ବୟୋଜ୍ୟେଷ୍ଠ ଏବଂ ଅନ୍ୟ ବିଷୟ ଗୁଡ଼ିକର ଶିକ୍ଷାଦାନ ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಖಂಡಾ ಹೊವ್ನ್ ಬರಿ ಕಾಮಾ ಕರ್‍ತಲ್ಯಾ ಜಾನ್ತ್ಯಾ ಲೊಕಾಂಚಿ ಮಜುರಿ ದೊನ್‍ಪಟ್ ಹೊವ್ಚಿ, ಲೈ ಕರುನ್ ತೆಂಚಿ, ಜೆ ಕೊನ್ ಪ್ರಚಾರ್ ಕರ್‍ತಲ್ಯಾತ್ ಅನಿ ಶಿಕ್ವುತಲ್ಯಾತ್ ಘಟ್‍ಮುಟ್ ರಿತಿನ್ ಕಾಮ್ ಕರ್ತಾತ್.