1 Timothy 5:18 — Compare Translations

7 translations compared side by side

Odia - 1840
"କାରଣ ଶାସ୍ତ୍ର କୁ ହେ: ଯେତବେେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତବେେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ଯ ଖାଇବା ପାଇଁ ଅଟକାଅ ନାହିଁ।294 ଶାସ୍ତ୍ର ଏପରି ମଧ୍ଯ କୁ ହେ: ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ।295"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ” । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଶାସ୍ତ୍ରରେ ଲେଖାଅଛି: “ଶସ୍ୟ ଅମଳ କରୁଥିବା ବେଳେ ବଳଦ ମୁହଁରେ ତୁଣ୍ଡି ବାନ୍ଧ ନାହିଁ।” ପୁଣି “କାର୍ଯ୍ୟକାରୀ ଉପଯୁକ୍ତ ପାରିଶ୍ରମିକ ପାଇବାକୁ ହକ୍ଦାର।”
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଶାସ୍ତ୍ର କୁହେ: “ଯେତେବେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତେବେଳେ ତା’ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ୟ ଖାଇବା ପାଇଁ ଅଟକାଅ ନାହିଁ।” ଶାସ୍ତ୍ର ଏପରି ମଧ୍ୟ କୁହେ: “ଜଣେ କାମ କରୁଥିବା ଲୋକ ତା’ର ଦରମା ପାଇବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ" । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ಪುಸ್ತಕ್ ಮನ್ತಾ “ತುಮ್ಚೆ ಭಾತ್ ಮಳ್ತಾನಾ ಬೈಲಾಚೆ ತೊಂಡ್ ಮುಸ್ಕೆ ಘಾಲುನ್ ಭಾಂದುನಕಾಸಿ” ಅನಿ ರಾಬಲ್ಲ್ಯಾಕ್ ತೆಚಿ ಮಜುರಿ ಗಾವುಕುಚ್ ಪಾಜೆ.