1 Timothy 5:2 — Compare Translations
7 translations compared side by side
Odia - 1840
"ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଦ୍ଧା ସ୍ତ୍ରୀମାନଙ୍କୁ ମାତୃତୁଲ୍ୟ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଗ୍ନୀତୁଲ୍ୟ ଜ୍ଞାନ କରି ସେହି ପ୍ରକାର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ବୟୋଜ୍ୟେଷ୍ଠା ମହିଳାମାନଙ୍କୁ ମାତୃବତ୍ ଏବଂ କନିଷ୍ଠାମାନଙ୍କୁ ଭଗିନୀ ତୁଲ୍ୟ ମନେ କରି ସେମାନଙ୍କ ପ୍ରତି ପବିତ୍ର ଆଚରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ବୟସ୍କା ସ୍ତ୍ରୀଲୋକମାନଙ୍କୁ ମା ଭଳି ଓ ଯୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସେମାନଙ୍କ ପ୍ରତି ପବିତ୍ରତାର ସହିତ ଆଚରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।
Odia IRV 2017 (ଓଡିଆ ବାଇବେଲ)
ବୃଦ୍ଧା ସ୍ତ୍ରୀମାନଙ୍କୁ ମାଁ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮ್ಹಾತಾರ್ಯಾ, ದಾಂಡ್ಗ್ಯಾ ಬಾಯ್ಕೊಮಸ್ಸಾಕ್ನಿ ತುಜ್ಯಾ ಬಾಯ್ ಸರ್ಕೆ, ಅನಿ ದಾಂಡ್ಗಿ ಚೆಡ್ವಾ ಪವಿತ್ರ್ ಮನಾನ್ ತುಜ್ಯಾ ಭೆನಿಯಾಂಚ್ಯಾ ಸರ್ಕೆ ಮನುನ್ ಚಿಂತ್.