1 Timothy 5:20 — Compare Translations

7 translations compared side by side

Odia - 1840
"ଯେଉଁମାନେ ପାପ କରନ୍ତି, ସମାନଙ୍କେୁ ସମାନଙ୍କେର ଭୁଲ ଦଖାଇଦେିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖ ରେ ଏହା କର। ସପରେି କଲେ, ଅନ୍ୟମାନେ ସତର୍କ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁମାନେ ପ୍ରକୃତରେ ପାପ କାର୍ଯ୍ୟରେ ଲିପ୍ତ, ଅନ୍ୟମାନଙ୍କୁ ସତର୍କ କରିବା ପାଇଁ, ସେମାନଙ୍କୁ ପ୍ରକାଶ୍ୟରେ ଭର୍ତ୍ସନା କର।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସେମାନଙ୍କର ଭୁଲ୍ ଦେଖାଇଦିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖରେ ଏହା କର। ସେହିପରି କଲେ, ଅନ୍ୟମାନେ ସତର୍କ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಪಾಪ್ ಕರ್‍ತಾತ್ ತೆಂಕಾ ಲೊಕಾತ್ನಿಚ್ ಜೊರ್ ಕರ್, ಅಶೆ ಅನಿ ಹುರಲ್ಲ್ಯಾ ಲೊಕಾಕ್ನಿಬಿ ಉಲ್ಲೆ ಭಿಂಯೆ ರ್‍ಹಾತಾ.