1 Timothy 5:21 — Compare Translations

7 translations compared side by side

Odia - 1840
"ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ଵାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି ପକ୍ଷପାତ ଭାବରେ କୌଣସି କାର୍ଯ୍ୟ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟ, ସ୍ୱର୍ଗଦୂତ ଓ ସ୍ୱୟଂ ଈଶ୍ୱରଙ୍କୁ ସାକ୍ଷୀ ରଖି, ଏହି ସବୁ ନିର୍ଦ୍ଦେଶ ପାଳନ କରିବାକୁ ମୁଁ ତୁମକୁ ଏକାନ୍ତ ଅନୁରୋଧ କରୁଛି। କାହା ବିରୁଦ୍ଧରେ ପକ୍ଷପାତିତା ବା ଆକ୍ରୋଶମୂଳକ ଭାବରେ କୌଣସି କାର୍ଯ୍ୟାନୁଷ୍ଠାନ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಅನಿ ಕ್ರಿಸ್ತ್ ಜೆಜುಚ್ಯಾ ಅನಿ ಪವಿತ್ರ್ ದೆವಾಚ್ಯಾ ದುತಾಂಚ್ಯಾ ಇದ್ರಾಕ್ ಮಿಯಾ ತುಕಾ ಹುಕುಮ್ ದಿತಾ. ತುಕಾ ದಿಲ್ಲ್ಯಾ ಗೊಸ್ಟಿಯಾ ಯಾದಿತ್ ಥವ್ನ್ ಘೆ, ಇಚಾರ್ ಕರಿನಸ್ತಾನಾ ಕೊನಾಚಿಬಿ ಚುಕ್ ಮನುನ್ ಸಾಂಗುನಕೊ ಅನಿ ಭೆದ್‍ಭಾವ್ ತರ್ ಬಿಲ್ಕುಲ್ ಕರುಕ್ ಜಾವ್‍ನಕೊ.