1 Timothy 5:22 — Compare Translations
7 translations compared side by side
Odia - 1840
"ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତରବର ହୋଇ ହସ୍ତାର୍ପଣ ଦ୍ୱାରା ଈଶ୍ୱରଙ୍କ କାର୍ଯ୍ୟ ପାଇଁ କାହାକୁ ନିଯୁକ୍ତ କର ନାହିଁ। ଅନ୍ୟମାନଙ୍କ ପାପରେ ନିଜକୁ ଲିପ୍ତ କର ନାହିଁ। ତୁମେ ନିଜକୁ ସମ୍ପୂର୍ଣ୍ଣ ପବିତ୍ର ରଖ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା’ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
Odia IRV 2017 (ଓଡିଆ ବାଇବେଲ)
ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ಕಾಮಾಸಾಟ್ನಿ ಮನುನ್ ಲೊಕಾಕ್ನಿ ತೆಂಚ್ಯಾ ಟಕ್ಲ್ಯಾ ವರ್ತಿ ಹಾತ್ ಥವ್ನ್ ಎಚುನ್ ಕಾಡ್ತಲ್ಯಾತ್ ಗಡ್ಬಡಿ ಕರುನಕೊ. ದುಸ್ರ್ಯಾಂಚ್ಯಾ ಪಾಪಾತ್ ತಿಯಾ ಭಾಗ್ ಘೆವ್ನಕೊ; ತುಕಾಚ್ ತಿಯಾ ಪವಿತ್ರ್ ರ್ಹಾಯ್ ಸರ್ಕೆ ಸಂಬಾಳ್.