1 Timothy 5:23 — Compare Translations

7 translations compared side by side

Odia - 1840
"ତୀମଥି, ତୁମ୍ଭେ କବଳେ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ଯ ପିଅ। ଏହା ତୁମ୍ଭ ପଟେ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବମାରେ ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଜଳପାନ ନ କରି, ତୁମର ଜୀର୍ଣ୍ଣଶକ୍ତି ବୃଦ୍ଧି କରିବାକୁ ଅଳ୍ପ ମାତ୍ରାରେ ଦ୍ରାକ୍ଷାରସ ପାନ କର, କାରଣ ତୁମେ ବାରମ୍ବାର ଅସୁସ୍ଥ ହୋଇ ପଡୁଛ।
Odia Bible ERV 2004 (ପବିତ୍ର ବାଇବଲ)
ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।
Odia IRV 2017 (ଓଡିଆ ବାଇବେଲ)
ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಲಿ ಪಾನಿ ಎವ್ಡೆಚ್ ಫಿವ್‍ನಕೊ. ತುಜ್ಯಾ ಜಿರ್‍ವನಿಕ್ ಅನಿ ತನ್ನಾ-ತನ್ನಾ ಸಿಕ್ ಪಡ್ತಲ್ಯಾಕ್ ಉಲ್ಲೊ ಆದಾರ್ ಹೊವ್‍ಸಾಟ್ನಿ ಉಲ್ಲಿಸಿ ವಾಯ್ನ್ ಬಿ ಫಿ.