1 Timothy 5:4 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେବେ କୌଣସି ବିଧବାର ପୁତ୍ରକନ୍ୟା ବା ପୌତ୍ରପୌତ୍ରୀ ଥାଆନ୍ତି, ତେବେ ସେମାନେ ପ୍ରଥମରେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ପ୍ରତ୍ୟୁପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ଵରଙ୍କ ଦୃଷ୍ଟିରେ ସୁଗ୍ରାହ୍ୟ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କୌଣସି ବିଧବାର ପୁତ୍ର ପୌତ୍ରାଦି ଅଛନ୍ତି, ସେମାନେ ପ୍ରଥମେ ନିଜ ପରିବାରରେ ପିତାମାତା, ପିତାମହ ବା ମାତାମହୀଙ୍କ ପ୍ରତି ଧର୍ମତଃ ନିଜର କର୍ତ୍ତବ୍ୟ ପାଳନ କରି ଈଶ୍ୱରଙ୍କ ସନ୍ତୋଷଭାଜନ ହୁଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସେମାନେ ପ୍ରଥମରେ ନିଜ ପରିବାର ପ୍ରତି ସମ୍ମାନଭାବ ଦେଖାଇବା ଉଚିତ୍। ସେମାନେ ତାଙ୍କର ପିତାମାତାଙ୍କୁ ସାହାଯ୍ୟ କରିବା ଉଚିତ୍। ଏପରି କରିବା ଦ୍ୱାରା ସେମାନେ ନିଜର ପିତାମାତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥା’ନ୍ତି। ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ಎಳಾರ್, ಜರ್ ಘೊಮರಲ್ಲ್ಯಾ ಬಾಯ್ಕೊಮನ್ಸಿಕ್ ಪೊರಾ ನಾ ತರ್ ನಾತ್ರಾ ರ್ಹಾಲ್ಯಾರ್, ತೆನಿ ಅದ್ದಿ ಅಪ್ನಾಚೆ ದೆವಾಕ್ ಸಮಂದ್ ಪಡಲ್ಲೆ ಕಾಮ್ ಸಂಬಾಳುನ್ ಘೆವ್ಕ್ ಅನಿ ಅಪ್ನಾಚ್ಯಾ ಬಾಯ್ ಬಾಬಾಕ್ನಿ ಅನಿ ಅಜ್ಜಾ ಅಜ್ಜಿಕ್ನಿ ಮಜತ್ ಕರುಕ್ ಶಿಕುಂದಿತ್. ಕಶ್ಯಾಕ್ ಮಟ್ಲ್ಯಾರ್ ಹೆಚ್ ದೆವಾಕ್ ಬರೆ ದಿಸ್ತಾ.