1 Timothy 5:6 — Compare Translations

7 translations compared side by side

Odia - 1840
"କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯିଏ ବିଧବା ହୋଇ ସୁଦ୍ଧା ଭୋଗବିଳାସରେ ଦିନାତିପାତ କରେ, ତାକୁ ଜୀବନ୍ମୃତ ବୋଲି ମନେ କରିବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ୟ କେବଳ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ୟ ପ୍ରକୃତରେ ମୃତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ಘೊವ್ ಮರಲ್ಲಿ ಬಾಯ್ಕೊಮನುಸ್ ತಿಜಿ ಅಂಗಾಚಿ ಆಶಾ ಪುರಾ ಕರುಕ್ ತಿಚೆ ಆಂಗ್ ತಿನಿ ವಾಪ್ರುನ್ ಘೆಟ್ಲ್ಯಾರ್, ತಿ ಝಿತ್ತಿ ರ್‍ಹಾಲ್ಯಾರ್‍ಬಿ ಮರಲ್ಲ್ಯಾ ಸರ್ಕೆ.