1 Timothy 5:7 — Compare Translations
7 translations compared side by side
Odia - 1840
"ସଠାେରେ ଥିବା ସମସ୍ତ ବିଶ୍ବାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା' ହେଲେ କହେି କହିବେ ନାହିଁ ଯେ ସମାନେେ ଭୁଲ୍ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଧବାମାନଙ୍କୁ ଏ ବିଷୟରେ ସାବଧାନ କରିଦିଅ, କେହି ଯେପରି ସେମାନଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ କରିବାକୁ ସୁଯୋଗ ନ ପାଏ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଥିବା ସମସ୍ତ ବିଶ୍ୱାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା’ହେଲେ କେହି କହିବେ ନାହିଁ ଯେ ସେମାନେ ଭୁଲ୍ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಗೊಸ್ಟಿಯಾ ತೆಂಕಾ ಸಾಂಗ್ ಅಶೆ ಕೊನಾಕ್ಬಿ ತೆಂಚ್ಯಾ ವಿರೊದ್ ಬುರ್ಶ್ಯಾ ಗೊಸ್ಟಿಯಾ ಬೊಲುಕ್ ಹೊಯ್ನಾತ್.