1 Timothy 5:8 — Compare Translations
7 translations compared side by side
Odia - 1840
"ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ବ୍ୟକ୍ତି ତା’ର ଆତ୍ମୀୟ ସ୍ୱଜନ ତଥା ନିଜ କୁଟୁମ୍ବର ଯତ୍ନ ନିଏ ନାହିଁ, ସେ ଆମ ଧର୍ମବିଶ୍ୱାସକୁ ପ୍ରତ୍ୟାଖ୍ୟାନ କରୁଛି - ଅବିଶ୍ୱାସୀମାନଙ୍କଠାରୁ ସେ ଅଧିକ ନିନ୍ଦନୀୟ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା’ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜರ್ ಕೊನ್ ಅಪ್ನಾಚ್ಯಾ ಸೊಯ್ರ್ಯಾಂಚಿ ಕಾಳಜಿ ಘೆಯ್ನ್ಯಾಸಿ ಅನಿ ಲೈ ಕರುನ್ ಅಪ್ನಾಚ್ಯಾ ಘರಾತ್ಲ್ಯಾ ಲೊಕಾಂಚಿ ತರ್ ತೆನಿ ವಿಶ್ವಾಸ್ ಸೊಡ್ಲ್ಯಾನಾತ್ ಅನಿ ದೆವಾಕ್ ವಿಶ್ವಾಸ್ ಕರಿನಸಲ್ಲ್ಯಾಂಚ್ಯಾನ್ಕಿ ಬುರ್ಶಿ ತೆಂಚಿ ಪರಿಸ್ತಿತಿ.