1 Timothy 6:1 — Compare Translations
7 translations compared side by side
Odia - 1840
"କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦବୋ ଉଚିତ। ସମାନେେ ସପରେି କଲେ ପରମେଶ୍ବରଙ୍କ ନାମ ଏବଂ ଖ୍ରୀଷ୍ଟିଯାନ ଉପଦେଶଗୁଡ଼ିକ ସମାଲୋଚିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେ ଲୋକ ଦାସତ୍ଵରୂପ ଯୁଆଳିର ଅଧୀନ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମାଦରଯୋଗ୍ୟ ବୋଲି ଜ୍ଞାନ କରନ୍ତୁ, ଯେପରି ଈଶ୍ଵରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟବିଶ୍ୱାସୀ କ୍ରୀତଦାସମାନେ କର୍ତ୍ତାମାନଙ୍କୁ ଯଥାବିଧି ସମ୍ମାନ ଦିଅନ୍ତୁ। ତାହାହେଲେ, ଈଶ୍ୱରଙ୍କ ବିରୁଦ୍ଧରେ କିମ୍ବା ଆମ ଶିକ୍ଷା ସମ୍ପର୍କରେ କେହି କୌଣସି ଆକ୍ଷେପ କରିପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୀତଦାସମାନଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦେବା ଉଚିତ୍। ସେମାନେ ସେହିପରି କଲେ ପରମେଶ୍ୱରଙ୍କ ନାମ ଏବଂ ଖ୍ରୀଷ୍ଟିୟାନ ଉପଦେଶଗୁଡ଼ିକ ସମାଲୋଚିତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ୱରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಆಳಾ ಹೊವ್ನ್ ಹಾತ್, ತೆನಿ ಅಪ್ನಾಚ್ಯಾ ಸಾವ್ಕಾರಾಕ್ ಸಗ್ಳ್ಯಾ ರಿತಿನ್ ಮಾನ್ ದಿಂವ್ದಿತ್, ಅಶೆ, ದೆವಾಚ್ಯಾ ಅನಿ ಅಮ್ಚ್ಯಾ ಶಿಕಾಪಾಚ್ಯಾ ವಿಶಯಾತ್ ಕೊನ್ಬಿ ವಾಯ್ಟ್ ಬೊಲಿನಾತ್.