1 Timothy 6:10 — Compare Translations

7 translations compared side by side

Odia - 1840
"ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅର୍ଥ ଲୋଭ ସମସ୍ତ ଅନର୍ଥର ମୂଳ। ଯେଉଁମାନେ ସବୁବେଳେ କେବଳ ଅର୍ଥାଗମର ପନ୍ଥା ଖୋଜୁ ଥାଆନ୍ତି, ସେମାନେ ଧର୍ମବିଶ୍ୱାସକୁ ହରାଇ ବସନ୍ତି - ପରିଣାମରେ କେବଳ ବିଡ଼ମ୍ବନା ଓ ଦୁଃଖଭୋଗରେ ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೈಸ್ಯಾಂಚೊ ಪ್ರೆಮ್ ಸಗ್ಳ್ಯಾ ಬುರ್ಶ್ಯಾಪಾನಾಚೆ ಮುಳ್. ಹೆ ಜೊಡುನ್ ಘೆತಲ್ಯಾ ಆಶೆಚ್ಯಾ ಕಾರನಾಚ್ಯಾ ವೈನಾ ವಿಶ್ವಾಸಾಚ್ಯಾ ವಾಟೆ ವೈನಾ ಧುರ್ ಗೆಲ್ಯಾತ್ ಅನಿ ಲೈ ಕಸ್ಟಾನಿ ಅಪ್ನಾಚಿ ಮನಾ ಫೊಡುನ್ ಘೆಟ್ಲ್ಯಾನಾತ್.