1 Timothy 6:11 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଈଶ୍ୱରଙ୍କ ଭକ୍ତ - ସୁତରାଂ ଏ ସମସ୍ତଠାରୁ ତୁମେ ଦୂରେଇ ରୁହ। ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ସହିଷ୍ଣୁତା ଓ ସୌଜନ୍ୟ ପ୍ରଭୃତି ସଦ୍ଗୁଣରେ ପରିପୂର୍ଣ୍ଣ ହେବାକୁ ଚେଷ୍ଟା କର।
Odia Bible ERV 2004 (ପବିତ୍ର ବାଇବଲ)
କେତୋଟି ମନେ ରଖିବା କଥା କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿಯಾ, ದೆವಾಚೊ ಪೊರ್ ಹೊವ್ನ್ ಹಾಸ್, ತಸೆ ಹೊವ್ನ್ ಹ್ಯಾ ಸಗ್ಳ್ಯಾ ಸಂಗ್ತಿಯಾನಿಕ್ನಾ ಧುರ್ ರ್‍ಹಾ ಅನಿ ಬರೆಪಾನಾಚೊ, ದೆವಸ್ಪಾನಾಚಿ ಸೆವಾ ಕರ್‍ತಲೊ, ವಿಶ್ವಾಸಾಚೊ, ಪ್ರೆಮಾಚೊ, ಥಂಡ್‍ಪಾನಾಚೊ, ಅನಿ ಬೊಳೆಪಾನಾಚೊ ಹೊವ್ನ್ ರ್‍ಹಾ.