1 Timothy 6:12 — Compare Translations
7 translations compared side by side
Odia - 1840
"ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନ; ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟବିଶ୍ୱାସର ପୁଣ୍ୟ ରଣକ୍ଷେତ୍ରରେ ସଂଗ୍ରାମ କରି ଅନନ୍ତ ଜୀବନ ଲାଭ କର। ଏହି ଲକ୍ଷ୍ୟରେ ପହଞ୍ଚିବା ପାଇଁ ତ ତୁମେ ଆହୂତ ହୋଇଅଛ ଏବଂ ଅନେକ ସାକ୍ଷୀଙ୍କ ମଧ୍ୟରେ ଏହା ସ୍ୱୀକାର କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸಾಚ್ಯಾ ಖೆಳಾತ್ ತುಜ್ಯಾ ಸಗ್ಳ್ಯಾ ಬರೆಪಾನಾನ್ ಪಳ್, ಅನಿ ತುಕಾಚ್ ತಿಯಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಜಿಕುನ್ ಘೆ; ಹೆಚ್ಯಾಸಾಟಿಚ್ ತುಕಾ ದೆವಾನ್ ಬಲ್ವುಲ್ಯಾನ್, ಲೈ ಸಾಕ್ಷಿಯಾಂಚ್ಯಾ ಫಿಡ್ಯಾತ್ ತಿಯಾ ಹೆ ಲೈ ಬರೆಪಾನ್ ಸ್ವಿಕಾರ್ ಕರಲ್ಲೆ ಹಾಯ್.