1 Timothy 6:13 — Compare Translations

7 translations compared side by side

Odia - 1840
"ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗ ରେ ଠିଆ ହାଇେଥିବା ବେଳେ ଖ୍ରୀଷ୍ଟ ଯୀଶୁ ସହେି ଏକା ମହାନ୍ ସତ୍ଯଟିକୁ ସ୍ବୀକାର କରିଥିଲେ। ଏକମାତ୍ର ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଜୀବନ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତଙ୍କ ଜୀବନଦାତା ଈଶ୍ଵରଙ୍କ ସାକ୍ଷାତରେ, ପୁଣି ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ପ୍ରାଣୀଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ ଓ ପନ୍ତିଅସ୍ ପୀଲାତଙ୍କ ସମ୍ମୁଖରେ ଦୃଢ଼ ବିଶ୍ୱାସର ପରିଚୟ ଦେଇଥିବା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ତୁମକୁ ଆଦେଶ ଦେଇ କହୁଛି:
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
Odia IRV 2017 (ଓଡିଆ ବାଇବେଲ)
ସମସ୍ତଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಇದ್ರಾಕ್ ತೊ ಸಗ್ಳ್ಯಾಕಿ ಜಿವ್ ದಿತಾ ಅನಿ ಕ್ರಿಸ್ತ್ ಜೆಜುನ್ ಪೊಂತ್ ಪಿಲಾತಾಕ್ ಬರಿ ಸಾಕ್ಷಿ ದಿಲ್ಯಾನ್. ಮಿಯಾ ತುಕಾ ಹುಕುಮ್ ದಿತಾ.