1 Timothy 6:14 — Compare Translations
7 translations compared side by side
Odia - 1840
"ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ୟ୍ଯନ୍ତ ସହେି କାମଗୁଡ଼ିକ ନିଭୁର୍ଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁଙ୍କ ପୁନରାଗମନ ପର୍ଯ୍ୟନ୍ତ ତୁମକୁ ଦିଆଯାଇଥିବା ଆଜ୍ଞାଗୁଡ଼ିକୁ ବିଶ୍ୱସ୍ତଭାବେ ପାଳନ କର।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಾ ದಿಲ್ಲಿ ಹುಕುಮಾ ಅಮ್ಚೊ ಧನಿ ಜೆಜು ಕ್ರಿಸ್ತ್ ದಿಸ್ತಲ್ಲ್ಯಾ ದಿಸಾ ಪತರ್ ವಿಶ್ವಾಸಾನ್ ಪಾಳ್.