1 Timothy 6:15 — Compare Translations
7 translations compared side by side
Odia - 1840
"ପରମେଶ୍ବର ଉପୟୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ବର ଏକମାତ୍ର ପରମଧନ୍ଯ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପରମଧନ୍ୟ ଏକମାତ୍ର ସମ୍ରାଟ୍, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପୁନରାଗମନର ଉପଯୁକ୍ତ ସମୟ ନିର୍ଣ୍ଣୟ କରିବେ ସ୍ୱୟଂ ଈଶ୍ୱର - ପରମଧନ୍ୟ, ରାଜାଧିରାଜ, ପ୍ରଭୁମାନଙ୍କର ପ୍ରଭୁ, ଅଦ୍ୱିତୀୟ ଅଧିପତି;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
Odia IRV 2017 (ଓଡିଆ ବାଇବେଲ)
ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ತೆಚ್ಯಾ ಸಮಾ ಎಳಾರ್ ತೆಕಾ ಪ್ರಕಟ್ ಕರ್ತಾ, ತೊ ಮೊಟ್ಯಾ ಆಶಿರ್ವಾದಾನ್ ಭರಲ್ಲೊ ಎಕ್ಲೊಚ್ ಎಕ್ ಅಧಿಕಾರಿ, ರಾಜಾಂಚೊ ರಾಜಾ ಅನಿ ಧನಿಯಾಂಚೊ ಧನಿ.