1 Timothy 6:16 — Compare Translations

7 translations compared side by side

Odia - 1840
"ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଏକମାତ୍ର ଅମର ଓ ଅଗମ୍ୟ ଜ୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କେବଳ ଅମର; ମନୁଷ୍ୟର ଅଗମ୍ୟ ଆଲୋକ ରାଜ୍ୟରେ ସେ ବାସ କରନ୍ତି; କେହି ତାଙ୍କୁ କେବେ ଦେଖି ନାହିଁ; କେହି କେବେ ଦେଖି ପାରିବ ନାହିଁ। ତାଙ୍କର ଗୌରବ ଓ ଶାଶ୍ୱତ ରାଜ୍ୟ ଯୁଗେ ଯୁଗେ ଅକ୍ଷୁର୍ଣ୍ଣ ରହୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಎಕ್ಲೊಚ್ ಕನ್ನಾಬಿ ಮರಾನ್‍ ನಸಲ್ಲೊ; ಕೊನಾಕ್ ಜಾವ್ಕ್ ಹೊಯ್‍ ನಸಲ್ಲ್ಯಾ ಉಜ್ವೊಡಾತ್ ರ್‍ಹಾತಲೊ. ತೆಕಾ ಕನ್ನಾಬಿ ಕೊನ್‍ಬಿ ಬಗುಕ್ನಾತ್ ಅನಿ ಬಗಿಬಿ ನಾತ್. ಮಾನ್ ಅನಿ ಕನ್ನಾಚ್ ಸರಿನಸಲ್ಲೊ ಬಳ್ ತೆಚೊಚ್ ಹೊಂವ್ದಿತ್! ಆಮೆನ್.