1 Timothy 6:18 — Compare Translations
7 translations compared side by side
Odia - 1840
"ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରୋପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି; ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି,ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍କର୍ମରେ ବ୍ରତୀ ହୋଇ ପୁଣ୍ୟଧନ ଅର୍ଜନ କରନ୍ତୁ; ଦାନଶୀଳ ହୋଇ ନିଜର ଐଶ୍ୱର୍ଯ୍ୟରେ ଅନ୍ୟମାନଙ୍କୁ ଅଂଶୀ କରାନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಹುಕುಮ್ ದಿ ತೆನಿ ಬರಿ ಕಾಮಾ ಕರುಂದಿತ್ ಮನುನ್ ಅನಿ ತೆಂಚ್ಯಾ ವೈನಾ ತೆನಿ ಸಾಂವ್ಕಾರ್ ಹೊಂವ್ದಿತ್. ಉದಾರ್ ಪಾನಾನ್ ರ್ಹಾಂವ್ದಿತ್ ಅನಿ ದುಸ್ರ್ಯಾಚ್ಯಾ ವಾಂಗ್ಡಾ ವಾಟುನ್ ಘೆಂವ್ದಿತ್.