1 Timothy 6:19 — Compare Translations

7 translations compared side by side

Odia - 1840
"ସପରେି କରି ସମାନେେ ସ୍ବର୍ଗ ରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସହେି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସମାନଙ୍କେର ଭବିଷ୍ଯତ୍ ଜୀବନ ଠିଆ ହାଇପୋରିବ। ତା' ହେଲେ ସମାନେେ ପ୍ରକୃତ ଜୀବନର ଅଧିକାରୀ ହାଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ଉତ୍କୃଷ୍ଟ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଏହି ଅବିନଶ୍ୱର ଧନଭଣ୍ଡାର ସୃଷ୍ଟି କରି ନିଜର ଭବିଷ୍ୟତ ସଦ୍ଗତି ପାଇଁ ସେମାନେ ଦୃଢ଼ଭିତ୍ତି ସ୍ଥାପନ କରିବେ ଏବଂ ପରିଶେଷରେ ସେମାନେ ପ୍ରକୃତ ଜୀବନ ଲାଭ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା’ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାର କଲେ ସେମାନେ ଭାବି ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ತೆಂಚ್ಯಾ ಫಿಡ್ಲ್ಯಾ ಎಳಾಸಾಟಿ ಎಕ್ ಘಟ್‍ಮುಟ್ ಪಾಯಾ ಬಾಂದುನ್ ಘೆತ್ಯಾತ್. ಅಶೆ ತೆನಿ ಹೆಚ್ಯಾ ವೈನಾ ತೆನಿ ಖರ್‍ಯಾ ಜಿವಾಕ್ ಧರುನ್ ಘೆವ್ನ್ ರ್‍ಹಾತ್ಯಾತ್.