1 Timothy 6:21 — Compare Translations

6 translations compared side by side

Odia - 1840
"କେତେ ଲୋକ କୁହନ୍ତି ଯେ ସମାନଙ୍କେର ସହେି ଜ୍ଞାନ ଅଛି। ସମାନେେ ସତ୍ଯ ବିଶ୍ବାସକୁ ତ୍ଯାଗ କରି ସାରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ତାହା ଅବଲମ୍ଵନ କରି ବିଶ୍ଵାସ ସମ୍ଵନ୍ଧରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Odia IRV 2017 (ଓଡିଆ ବାଇବେଲ)
କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಲೊಕಾನಿ ಅಸ್ಲೆ ಸಗ್ಳೆ ಕರುನ್ ವಿಶ್ವಾಸಾಚಿ ವಾಟ್ ಕಳ್ದುನ್ ಘೆಟ್ಲಾತ್. ದೆವಾಚಿ ಕುರ್ಪಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ರ್‍ಹಾಂವ್ದಿತ್.