1 Timothy 6:3 — Compare Translations
7 translations compared side by side
Odia - 1840
"ତୁମ୍ଭେ ଲୋକମାନଙ୍କୁ ଏହି ବିଷୟଗୁଡ଼ିକ କରିବା ପାଇଁ ଶିକ୍ଷା ଦବୋ ଓ କହିବା ଉଚିତ। କେତେ ଲୋକ ଭଣ୍ଡ ଶିକ୍ଷା ଦବେେ। ସମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ଯ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ବରଙ୍କ ସବୋ କରିବାର ସତମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସମାନେେ ଗ୍ରହଣ କରନ୍ତି ନାହିଁ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯଦି ଭିନ୍ନ ପ୍ରକାର ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ଵର-ପରାୟଣତା ଅନୁଯାୟୀ ଶିକ୍ଷା ସ୍ଵୀକାର ନ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ସହିତ ସାମଞ୍ଜସ୍ୟ ନ ଥିବା ଏବଂ ଆମ ଧର୍ମଶିକ୍ଷାର ବିରୋଧ କରୁଥିବା ଅନ୍ୟ ପ୍ରକାର ମତ ପ୍ରଚାର କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଭଣ୍ଡ ଶିକ୍ଷା ଓ ପ୍ରକୃତ ଧନ ତୁମ୍ଭେ ଲୋକମାନଙ୍କୁ ଏହି ବିଷୟ ଗୁଡ଼ିକ କରିବା ପାଇଁ ଶିକ୍ଷା ଦେବା ଓ କହିବା ଉଚିତ୍। କେତେ ଲୋକ ଭଣ୍ଡ ଶିକ୍ଷା ଦେବେ। ସେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ୟ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ୱରଙ୍କ ସେବା କରିବାର ସତ୍ମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସେମାନେ ଗ୍ରହଣ କରନ୍ତି ନାହିଁ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
Odia IRV 2017 (ଓଡିଆ ବାଇବେଲ)
କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ಝುಟ್ಯಾ ಸಂಗ್ತಿಯಾ ಶಿಕ್ವುತಾತ್ ಅನಿ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಖರ್ಯಾ ಗೊಸ್ಟಿಯಾ ಅನಿ ಅಮ್ಚಿ ಖರಿ ದೆವಸ್ಪಾನಾಚಿ ಶಿಕಾಪಾ ಮಾನುನ್ ಘೈಯ್ನಾ