1 Timothy 6:4 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି ବାଦାନୁବାଦ ଓ ବାଗ୍ଯୁଦ୍ଧରେ ମତ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, କୁତ୍ସିତ ସନ୍ଦେହ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କେବଳ ଗର୍ବରେ ସ୍ଫୀତ ମୂଢ଼ମତି ଛଡ଼ା ଆଉ କିଛି ନୁହଁନ୍ତି। ସେମାନେ ଶାସ୍ତ୍ରର ଶବ୍ଦାର୍ଥ ନେଇ କଳହ କରନ୍ତି; ଏଥିରୁ କେବଳ ଈର୍ଷା, ସନ୍ଦେହ, କୁତ୍ସାରଟନା ଓ ବିବାଦର ସୂତ୍ରପାତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସେହି ଲୋକ ଶବ୍ଦର ଅର୍ଥକୁ ନେଇ ଯୁକ୍ତିତର୍କ କରିବା ପାଇଁ ଅତ୍ୟଧିକ ଆଗ୍ରହୀ ହୋଇଥାଏ ଓ ସେ ବାଗ୍‌‌ଯୁଦ୍ଧ କରେ। ଏଗୁଡ଼ିକ ଦ୍ୱାରା କଳି, ଈର୍ଷା, ଅପମାନ ଓ ସନ୍ଦେହ ଆସିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಗರುಕಿನ್ ಫುಗ್ಲಾ ಅನಿ ತೆಕಾ ಕಾಯ್ಬಿ ಕಳಿನಾ. ತೊ ಪಾಯ್ದ್ಯಾಕ್ ಪಡಿನಸಲ್ಯಾ ಆಶ್ಯಾನಿ ಖರ್‍ಯಾ ಗೊಸ್ಟಿಯಾಂಚ್ಯಾ ವಿಶಯಾತ್ ವಾದಿಕ್‍ ವಾದ್ ಕರ್‍ತಾ ಅನಿ ಗೊಸ್ಟಿಯಾಂಚೊ ಝಗ್ಡೊ ಕರ್‍ತಾ. ಹೆಚ್ಯಾ ವೈನಾ ಖುದ್ಗೆಪಾನ್, ಎಕಾಮೆಕಾತ್ನಿ ಪಡುನ್‍ ಯೆಯ್‍ನಸಲ್ಲೆ, ನಿಂದಾ ಅನಿ ಬುರ್ಶಿ ಗಾಳಿಯಾ ದಿತಲೆ ಯೆತಾ.