1 Timothy 6:5 — Compare Translations

7 translations compared side by side

Odia - 1840
"ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁମାନେ ଈଶ୍ଵରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ନିତ୍ୟ ବିରୋଧ ଜନ୍ମେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ବିଚାରଶୂନ୍ୟ ହୋଇ ଅଯଥା ଯୁକ୍ତିତର୍କ ଦ୍ୱାରା ସତ୍ୟର ଅପଳାପ କରନ୍ତି। ଧର୍ମବିଶ୍ୱାସକୁ କେବଳ ଧନୀ ହେବାର ଏକ ପନ୍ଥା ବୋଲି ସେମାନେ ମନେ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ୟମରେ ସୀମାହୀନ ଯୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ୟ ତାହା ଆମନ୍ତ୍ରିତ କରେ। ସେହି ଲୋକମାନେ ସତ୍ୟକୁ ହରାଇ ବସିଛନ୍ତି। ସେମାନେ ଭାବନ୍ତି ଯେ ପରମେଶ୍ୱରଙ୍କ ସେବା କରିବା ହେଉଛି ଧନୀ ହେବାର ଏକ ଉପାୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಚುಕಿನಸ್ತಾನಾ ಝಗಡ್ತಲೆ ಹೆ ಸಗ್ಳೆ ಟಕ್ಲೆ ಸಮಾ ಕಾಮ್ ಕರಿನಸಲ್ಲ್ಯಾ, ಖರೆ ಕಾಯ್ ಮನುನ್ ಗೊತ್ತ್ ನಸಲ್ಲ್ಯಾ ಲೊಕಾತ್ನಿ ಘಡುನ್ಗೆತ್ ರ್‍ಹಾತಾ. ತೆನಿ ಧರಮ್ ಮಟ್ಲ್ಯಾರ್ ಸಾವ್ಕಾರ್ ಹೊತಲಿ ಎಕ್ ವಾಟ್ ಮನುನ್ ಚಿಂತಾತ್.