1 Timothy 6:7 — Compare Translations
7 translations compared side by side
Odia - 1840
"ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତବେେଳେ ଆମ୍ଭେ ମରିୟିବା ଏଠାରୁ କିଛି ନଇେ ଯାଇ ପାରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି ଏଠାରୁ କିଛି ଘେନିଯାଇ ନ ପାରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଏହି ଜଗତକୁ କ’ଣ ନେଇ ଆସିଛୁ? କିଛି ତ ନୁହେଁ। ପୁଣି ଏଠାରୁ ସାଙ୍ଗରେ କ’ଣ ନେଇ ଫେରିଯିବା? କିଛି ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତେବେଳେ ଆମ୍ଭେ ମରିଯିବା ଏଠାରୁ କିଛି ନେଇ ଯାଇ ପାରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾತ್ ಯೆತಾನಾ ಅಮಿ ಕಾಯ್ ಘೆವ್ನ್ ಯೆಲಾಂವ್? ಕಾಯ್ಬಿ ನಾ! ಅನಿ ಜಾತಾನಾ ಹ್ಯಾ ಜಗಾತ್ನಾ ಕಾಯ್ ಘೆವ್ನ್ ಜಾನಾರ್ ಹಾಂವ್? ಕಾಯ್ಬಿ; ನಾ!