1 Timothy 6:8 — Compare Translations

7 translations compared side by side

Odia - 1840
"ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥି ରେ ସନ୍ତୁଷ୍ଟ ରହିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଅନ୍ନବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ହେଲେ, ଆମର ଅନ୍ନବସ୍ତ୍ରର ସଂସ୍ଥାନ ହୋଇପାରିଲେ, ଏହା ଆମ ପାଇଁ ଯଥେଷ୍ଟ ନୁହେଁ କି?
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥିରେ ସନ୍ତୁଷ୍ଟ ରହିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಹೊಲ್ಯಾರ್ ಕಪ್ಡೆ ಅನಿ ಜೆವಾನ್ ರ್‍ಹಾಲ್ಯಾರ್ ತೆಚ್ ಅಮ್ಕಾ ಫಿರೆ.