2 Chronicles 1:10 — Compare Translations
5 translations compared side by side
Odia - 1840
"ମାେତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗ ରେ କଢ଼ାଇ ନଇେପାରିବି। ତୁମ୍ଭର ସାହାୟ୍ଯ ବିନା ଏହି ଲୋକମାନଙ୍କୁ କହେି ଶାସନ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗରେ କଢ଼ାଇ ନେଇ ପାରିବି। ତୁମ୍ଭର ସାହାଯ୍ୟ ବିନା ଏହି ଲୋକମାନଙ୍କୁ କେହି ଶାସନ କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ?”