2 Chronicles 1:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ଶ ଲୋମନଙ୍କୁ କହିଲେ, ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଚାହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାଯୁ ମଧ୍ଯ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କବଳେ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମାରେ ଲୋକମାନଙ୍କୁ ବୁଦ୍ଧିମାନ ରେ ନିଷ୍ପତ୍ତି ଦଇପୋର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ଶଲୋମନଙ୍କୁ କହିଲେ, ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀ-ମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଶଲୋମନଙ୍କୁ କହିଲେ, “ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଗ୍ଭହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାୟୁ ମଧ୍ୟ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କେବଳ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମୋର ଲୋକମାନଙ୍କୁ ବୁଦ୍ଧିମାନରେ ନିଷ୍ପତ୍ତି ଦେଇପାର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ଶଲୋମନଙ୍କୁ କହିଲେ, “ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱର ଶଲୋମନଙ୍କୁ କହିଲେ, “ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;