2 Chronicles 1:13 — Compare Translations
5 translations compared side by side
Odia - 1840
"ତା'ପରେ ଶଲୋମନ ସମାଗମ ତମ୍ବୁକୁ ତ୍ଯାଗ କଲେ ଏବଂ ଯେଉଁଟାକି ଗିବିଯୋନ ରେ ଏକ ଉପାସନା ସ୍ଥଳ ରେ ଥିଲା, ୟିରୁଶାଲମକୁ ଇଶ୍ରାୟେଲର ରାଜା ଫରେିଗଲେ ଓ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶଲୋମନ ସମାଗମ-ତମ୍ବୁକୁ ତ୍ୟାଗ କଲେ, ଯେଉଁଟାକି ଗିବିୟୋନରେ ଏକ ଉପାସନା ସ୍ଥଳରେ ଥିଲା ଏବଂ ଇସ୍ରାଏଲର ରାଜା ଯିରୁଶାଲମକୁ ଫେରିଗଲେ ଓ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।