2 Chronicles 1:14 — Compare Translations

5 translations compared side by side

Odia - 1840
"ତାଙ୍କର ସୈନ୍ଯଦଳ ନିମନ୍ତେ ଶଲୋମନ ଘାଡ଼ୋସବୁ ଓ ରଥସବୁ ସଂଗ୍ରହ କରିବାକୁ ଆରମ୍ଭ କଲେ। ଶଲୋମନ 1,400 ଟି ରଥ ଓ 12,000 ଅଶ୍ବ ସଂଗ୍ରହ କଲେ। ଶଲୋମନ ସମାନଙ୍କେୁ ରଥର ସହର ରେ ରଖିଲେ। ଆଉ କେତକଙ୍କେୁ ଶଲୋମନ ୟିରୁଶାଲମ ରେ ରାଜାଙ୍କ ନିକଟରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶଲୋମନ ରଥ ଓ ଅଶ୍ଵାରୋହୀ-ମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରିଶହ ରଥ ଓ ବାର ହଜାର ଅଶ୍ଵାରୋହୀ ଥିଲେ; ସେମାନଙ୍କୁ ସେ ରଥନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ତାଙ୍କର ସୈନ୍ୟଦଳ ଓ ସମ୍ପତ୍ତି ଗଠନ କରନ୍ତି ତାଙ୍କର ସୈନ୍ୟଦଳ ନିମନ୍ତେ ଶଲୋମନ ଘୋଡ଼ାସବୁ ଓ ରଥସବୁ ସଂଗ୍ରହ କରିବାକୁ ଆରମ୍ଭ କଲେ। ଶଲୋମନ 1400 ଟି ରଥ ଓ 12,000 ଅଶ୍ୱ ସଂଗ୍ରହ କଲେ। ଶଲୋମନ ସେମାନଙ୍କୁ ରଥର ସହରରେ ରଖିଲେ। ଆଉ କେତେକଙ୍କୁ ଶଲୋମନ ଯିରୁଶାଲମରେ ରାଜାଙ୍କ ନିକଟରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।