2 Chronicles 1:15 — Compare Translations
5 translations compared side by side
Odia - 1840
"ଯେତେ ପରିମାଣ ରେ ପଥର, ଏରସ କାଠ, ସିକ ମାରେ କାଠ ୟିରୁଶାଲମ ରେ ଥିଲା, ରାଜା େସତେ ପରିମାଣର ସୁନା ଓ ରୂପା ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସକାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେ ପରିମାଣରେ ପଥର, ଏରସ କାଠ, ସିକ୍ମୋର କାଠ ଯିରୁଶାଲମରେ ଥିଲା, ରାଜା ସେତେ ପରିମାଣର ସୁନା ଓ ରୂପା ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳ ଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।