2 Chronicles 1:16 — Compare Translations
5 translations compared side by side
Odia - 1840
"କ୍ଯୁଏ ଏବଂ ମିଶରରୁ ଶଲୋମନ ଘାଡ଼ୋସବୁ କିଣିଲେ। ରାଜାଙ୍କର ବଣିକମାନେ ଘାଡ଼ାସବୁ କିଣିବାକୁ କ୍ଯୁଏକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନଙ୍କର ଅଶ୍ଵସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ୟୁଏ ଏବଂ ମିଶରରୁ ଶଲୋମନ ଘୋଡ଼ାସବୁ କିଣିଲେ। ରାଜାଙ୍କର ବଣିକମାନେ ଘାଡ଼ାସବୁ କିଣିବାକୁ କ୍ୟୁଏକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।